Fakir Mohan Senapati

Fakir Mohan Senapatiବ୍ୟାସକବି ଫକୀର ମୋହନ (ଜାନୁଆରୀ ୧୩, ୧୮୪୩ - ଜୁନ୍ ୧&2922;, ୧୯୧୮) ଯଥାର୍ଥରେ ଓଡ଼ିଆ ଭାଷା ସାହିତ୍ୟର ସମର୍ଥ ସେନାପତି । କାବ୍ୟ, କବିତା, ଅନୁବାଦ ପ୍ରଭୃତିରେ ନିଜର ସ୍ୱାକ୍ଷର ରଖିଥିବା ଫକୀର ମୋହନ ପରିଣତ ବୟସରେ ଗଳ୍ପ-ଉପନ୍ୟାସ ଲେଖି ସିଦ୍ଧିର ଶିଖର ସ୍ପର୍ଶ କରିଛନ୍ତି । ୧୮୯୭ ରୁ ୧୯୧୫ ମଧ୍ୟରେ ଲିଖିତ ତାଙ୍କର ଚାରୋଟି ଉପନ୍ୟାସ 'ଛ ମାଣ ଆଠଗୁଣ୍ଠ', 'ମାମୁ', 'ଲଚ୍ଛମା' ଓ 'ପ୍ରାୟଶ୍ଚିତ୍ତ' ଓଡ଼ିଆ ସାହିତ୍ୟକୁ ତାଙ୍କର ଶ୍ରେଷ୍ଠ ଅବଦାନ । ତତ୍କାଳୀନ ଜୀବନ୍ମ ୃତ ସମାଜ ଜୀବନର ବ୍ୟାପକ ତଥା ଗଭୀର ଅବଲୋକନ ତାଙ୍କ କଲମକୁ ସାମର୍ଥ୍ୟ ଦେଇଛି । ଗ୍ରାମ୍ୟ ଓଡ଼ିଶାର ଚଳନ୍ତି ଭାଷା ପ୍ରୟୋଗରେ ସେ ଦକ୍ଷ । ତାଙ୍କର ଚରିତ୍ରମାନେ ଆଜି ମଧ୍ୟ ଜୀବନ୍ତ । ଓଡ଼ିଆ ଗଦ୍ୟ ସାହିତ୍ୟରେ ଅନେକ ପରୀକ୍ଷା ଓ ପ୍ରୟୋଗ ହୋଇଥିଲେ ହେଁ ଆଜି ପର୍ଯ୍ୟନ୍ତ ଫକୀରମୋହନଙ୍କ ସୃଷ୍ଟି ଅନତିକ୍ରମଣୀୟ ହୋଇରହିଛି । Read More Read Less

7 results found
List viewGrid view
Sort By:
1.
Six Acres and a Third20 %
Publisher: Penguin Books
4.8 (4)
₹299
₹239
Binding:
Paperback
Release:
28 Feb 2006
Available
Ships within 4-6 Days Explain..
2.
Chha Mana Atha GunthaNR
Publisher: Black Eagle Books
No Review Yet
₹1,184
Binding:
Paperback
Release:
18 Apr 2022
Language:
Oriya
International Edition
Ships within 12-14 Days Explain..
Free Shipping in India and low cost Worldwide.
4.
Mamu1 % NR
Publisher: Black Eagle Books
No Review Yet
₹1,512
₹1,497
Binding:
Paperback
Release:
18 Jan 2024
Language:
Oriya
International Edition
Ships within 12-14 Days Explain..
Free Shipping in India and low cost Worldwide.
6.
Six Acres and a Third
No Review Yet
₹3,297
Binding:
Paperback
Release:
05 Dec 2005
Language:
English
In Stock
Ships within 1-2 Days Explain..
7.
Nirbachita Galpa ନିର�ବାଚିତ ଗଳ�ପ
Out of Stock
Notify me when this book is in stockNotify Me
No more records found